Browsing Category

Top Stories

କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡାଙ୍କୁ କରୋନା

କଳାହାଣ୍ଡି,୨୭ ।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢି ବଢି ଚାଲିଛି । ଏହାରି ମଧ୍ୟରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା କରୋନା ପଜିଟିଭ୍ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ଟ୍ୱିଟ୍…

ରାଜ୍ୟରେ ଖୋଲିବ ୧,୫୬୭ଟି ନୂଆ ଅଙ୍ଗନବାଡ଼ି କେନ୍ଦ୍ର

ଭୁବନେଶ୍ୱର,୨୭ ।୩(ଓଡିଶା ଭାସ୍କର): ରାଜ୍ୟରେ ଆଉ ୧୫୬୭ଟି ନୂଆ ଅଙ୍ଗନବାଡି କେନ୍ଦ୍ର ଖୋଲିବାକୁ ଯାଉଛି । ଏନେଇ ଆଜି ବିଧାନସଭାରେ କହିଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ । ଏକ ପ୍ରଶ୍ନର ଉତ୍ତର…

ମା ମଙ୍ଗଳାଙ୍କ ଚୈତ୍ର ପର୍ବ ଝାମୁଯାତ୍ରା ଉପରେ କଟକଣା ।

କାକଟପୁର, 27/3 : ରାଜ୍ୟ ରେ କରୋନା ଭୁତାଣୁ ର ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ରାଜ୍ୟରେ ସର୍ବସାଧାରଣ ପର୍ବପର୍ବାଣି ଉପରେ କଟକଣା ଲଗାଯାଇଛି । ଏପ୍ରିଲରେ ଧାର୍ମିକ ଓ ସାଂସ୍କୃତିକ ପର୍ବ ପାଳନ…

୩୦ରେ ରୁଦ୍ରଙ୍କ ନାମାଙ୍କନ

ପୁରୀ,୨୭ ।୩(ଓଡିଶା ଭାସ୍କର) : ଏପ୍ରିଲ ୧୭ ତାରିଖରେ ହେବାକୁ ଯାଉଛି ପିପିଲି ଉପନିର୍ବାଚନ । ଏନେଇ ବିଜେଡି ଓ ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି । ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ଶୁକ୍ରବାର ନାମାଙ୍କନ…

୨ ମାଓବାଦୀଙ୍କ ପୁଲିସ ନିକଟରେ ଆତ୍ମସମର୍ପଣ।

ମାଲକାନଗିରି , 27/3 : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦନ୍ତେଓ୍ବାଡା ଜିଲ୍ଲା ଏସପି ଅଭିଷେକ ପଲ୍ଲବ ସମ୍ମୁଖରେ ୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି ।ଆତ୍ମସମର୍ପିତ ମାଓବାଦୀଙ୍କ ମଧ୍ୟରେ ଜଣଙ୍କ ମୁଣ୍ଡ ଉପରେ ୧…

ଆସନ୍ତା ଏପ୍ରିଲ ୨ ତାରିଖରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର, ୨୭ା୩ (ଓଡିଶା ଭାସ୍କର): ଆସନ୍ତା ଏପ୍ରିଲ ମାସ ୨ ତାରିଖରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ ଓଡ଼ିଶା ଆସିବେ । ଉପରାଷ୍ଟ୍ରପତି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ଜଣାପଡ଼ିଛି । ୨ ତାରିଖ ସକାଳ ୧୧ଟା ୧୫…

ରାଜ୍ୟରେ କରୋନା ନେଲା ଜଣଙ୍କ ଜୀବନ, ସଂକ୍ରମିତଙ୍କ ସଂଖ୍ୟା ଦୁଇ ଶହ ଟପିଲା, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, ୨୭ା୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୨୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୪ ଓ ସ୍ଥାନୀୟ…