Browsing Category

Top Stories

ପାକ୍ ବୈଦେଶିକ ମନ୍ତ୍ରୀ କ୍ୟୁରେସୀଙ୍କୁ କରୋନା

ବିଶ୍ୱରେ କରୋନା ମହାମାରୀ ଦିନକୁ ଦିନ ବଢିବାରେ ଲାଗିଛି । ଏହାରି ମଧ୍ୟରେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ କ୍ୟୁରେସୀ ମଧ୍ୟ କରୋନା ମହାମାରୀରେ ଆକ୍ରାନ୍ତ ହୋଇଛନ୍ତି । ନିଜେ ଟ୍ୱୀଟ୍ କରି ଏନେଇ ସୂଚନା…

ଏଣିକି ୨୨୦୦ ଟଙ୍କା ଦେଲେ ରାଜ୍ୟରେ ହେବ କରୋନା ଟେଷ୍ଟ

ଭୁବନେଶ୍ୱର,୩ ।୭(ଓଡିଶା ଭାସ୍କର): କରୋନା ଟେଷ୍ଟ ପାଇଁ ଚିନ୍ତିତ ଥିବା ରାଜ୍ୟବାସୀଙ୍କ ପାଇଁ ଖୁସିଖବର । ଏଣିକି ୨୨୦୦ ଟଙ୍କାରେ ରାଜ୍ୟରେ ହୋଇପାରିବ କରୋନା ଟେଷ୍ଟ । ଏନେଇ ଘରୋଇ ହସ୍ପିଟାଲରେ କରୋନା ଟେଷ୍ଟ ଦେୟ…

ଜୁଲାଇ ୩୧ ଯାଏଁ ଉଡିବନି ଅନ୍ତର୍ଜାତୀୟ ବିମାନ

ନୂଆଦିଲ୍ଲୀ,୩ ।୭: କରୋନା ମହାମାରୀର ସଙ୍କଟ ସମୟରେ ସାରା ଦେଶରେ ଅନଲକ୍-୨ ଆରମ୍ଭ ହୋଇଯାଇଛି । କିନ୍ତୁ ବର୍ତ୍ତମାନ ସୁଦ୍ଧା ବି ଟଳିନି ବିପଦ । ଏନେି ଜୁଲାଇ ୩୧ ତାରିଖ ଯାଏଁ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ କଟକଣା…

ମହାପ୍ରଭୁଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୩ ।୭(ଓଡିଶା ଭାସ୍କର): ପୁରୀରେ ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ଆରମ୍ଭ ହୋଇଛି । ଶ୍ରୀବିଗ୍ରହମାନଙ୍କ ଅଧର ବା ଓଠ ଉଚ୍ଚର ପଣା ହାଣ୍ଡି ପ୍ରସ୍ତୁତ ହୋଇଛି । ୩ ରଥରେ ୯ଟି ମାଟିପାତ୍ର ସଜ ବସିବ । ତା ପରେ…

କରୋନା ମୁକାବିଲା ଓ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଯାଜପୁର ବିଧାୟକ

ଯାଜପୁର,୩ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ବଢି ବଢି ଚାଲିଛି । ସରକାରଙ୍କ ଅନେକ ପଦକ୍ଷେପ ପରେ ବି ଏହାକୁ ନିୟନ୍ତ୍ରଣ କରିବା ସମ୍ଭବ ହେଉନାହିଁ । ଏହାରି ମଧ୍ୟରେ ସାମାଜିକ ଦୂରତାକୁ ସମ୍ମାନ ଦେଇ…

ଖୁସି ଖବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୩ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୫୭୦୫କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ…

ଲକ୍ଷଣ ଲୁଚାଇଲେ ଚିରଦିନ ପାଇଁ ଆପଣ ଲୁଚିଯିବାର ଆଶଙ୍କା ରହିଛି: ବାଗଚୀ

ଭୁବନେଶ୍ୱର, ୩ା୭(ଓଡ଼ିଶା ଭାସ୍କର): କରୋନା ସମ୍ପର୍କିତ ଅପଡ଼େଟ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ଯେ କରୋନା ମୁକାବିଲା ପାଇଁ ଆମକୁ ନିୟମ ମାନିବାକୁ ପଡ଼ିବ । ନିୟମ ଉଲ୍ଲଙ୍ଘନ କଲେ କିପରି ସଂକ୍ରମଣ…