Browsing Category

Top Stories

ବୀର ଯବାନଙ୍କ ବଳିଦାନକୁ ଦେଶ କେବେବି ଭୁଲିବନି: ରାଜନାଥ

ନୂଆଦିଲ୍ଲୀ, ୧୭ା୬: ଭାରତ-ଚୀନ ସେନା ମୁହାଁମୁହିଁ ଘଟଣାରେ ସହିଦ ହୋଇଥିବା ଭାରତୀୟ ଯବାନଙ୍କ ପାଇଁ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଏକ ଟ୍ୱିଟ କରିଛନ୍ତି । ସେ ଟ୍ୱିଟ ମାଧ୍ୟମରେ କହିଛନ୍ତି ଯେ ଆମର ଯବାନମାନେ ଅଦଭୁତ…

କରୋନା ପାଇଁ କୋର୍ଟ ବନ୍ଦ

ପୁରୀ, ୧୭ା୬(ଓଡ଼ିଶା ଭାସ୍କର): କରୋନା ପାଇଁ ପୁରୀରେ ଜୁଡ଼ିସିଆଲ କୋର୍ଟରେ ତାଲା ପଡ଼ିଛି । ଜଣେ ଆଇନଜୀବୀ ଓ ଜଣେ ମୋହରୀର ପଜିଟିଭ ଚିହ୍ନଟ ହେବା ପରେ ଏହିପରି ପଦକ୍ଷେପ ନିଆଯାଇଛି । ଏହାସହ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ…

ବଡ଼ ଖବର: ଚୀନର କମାଣ୍ଡିଙ୍ଗ ଅଫିସରଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୭ା୬: ଲଦାଖର ଗଲୱାନା ଉପତ୍ୟକାରେ ଭାରତ ଓ ଚୀନ ମୁହାଁମୁହିଁ ଘଟଣା ଦିନକୁ ଦିନ ତୀବ୍ର ରୂପ ନେବାରେ ଲାଗିଛି । ବର୍ତ୍ତମାନ ଭାରତ ଓ ଚୀନ ମୁହାଁମୁହିଁ ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଚୀନ ସେନାର…

ସହିଦ ହୋଇଥିବା ୨୦ଜଣଙ୍କ ମଧ୍ୟରୁ ୨ଜଣ ଯବାନ ଓଡ଼ିଶାର, ଜାଣନ୍ତୁ କେଉଁ ଅଞ୍ଚଳର

ଭୁବନେଶ୍ୱର, ୧୭ା୬(ଓଡ଼ିଶା ଭାସ୍କର): ଲଦ୍ଦାଖର ଗଲୱାନା ଉପତ୍ୟକାରେ ଭାରତ ଓ ଚୀନ ମୁହାଁମୁହିଁ ଘଟଣା ଦନିକୁ ଦିନ ତୀବ୍ର ରୂପ ନେବାରେ ଲାଗିଛି । ଗତକାଲି ଏହି ଘଟଣାରେ ଭାରତର ୨୦ ଯବାନ ସହିଦ ହୋଇଛନ୍ତି । ସହିଦ ହୋଇଥିବା…

୨୪ଘଣ୍ଟାରେ ସର୍ବାଧିକ ୨୦୦୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୭ା୬: ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୫୪ହଜାର ୬୫ଜଣ ଥିବା ବେଳେ ମୃତ୍ୟୁ ସଂଖ୍ୟା ୧୧ହଜାର ୯୦୩କୁ ବୃଦ୍ଧି ପାଇଛି । ଗତ…

ବଡ଼ ଖବର, ରାଜ୍ୟରେ ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୭ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଆଜି ନୂଆ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା…

ଗଲୱାନ ଘାଟିରେ ସହିଦ ହୋଇଥିବା ଯବାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, ୧୭ା୬(ଓଡ଼ିଶା ଭାସ୍କର): ଗଲୱାନ ଘାଟିରେ ସହିଦ ହୋଇଥିବା ଯବାନଙ୍କ ପ୍ରତି ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସହିଦ ଯବାନଙ୍କ ପରିବାରବର୍ଗ ପ୍ରତି ମଧ୍ୟ ଗଭୀର ସମବେଦନା ଜଣାଇଛନ୍ତି ।…