CHARIDHAM
Browsing Category

Top Stories

କାଲି ୧୦ଟାରୁ ଟିକାକରଣ ଡ୍ରାଏ ରନ୍

ଭୁବନେଶ୍ୱର,୭ ।୧(ଓଡିଶା ଭାସ୍କର): କାଲି ଦିନ ୧୦ଟାରେ କୋଭିଡ ଟିକାକରଣ ପାଇଁ ଅଭ୍ୟାସ ହେବ । ସବୁ ଜିଲ୍ଲା ଓ ପୌର ନିଗମରେ ୨ ଘଣ୍ଟା ପାଇଁ ଚାଲିବ ଡ୍ରାଏ ରନ୍ । ଏଥିପାଇଁ ସବୁ ଜିଲ୍ଲାପାଳ ଓ କମିସନରଙ୍କୁ ସ୍ୱାସ୍ଥ୍ୟ…

ଜିଲ୍ଲାପାଳଙ୍କ କରକମଳରେ ତର୍ଲାକୋଟାଠାରେ ଜିଲ୍ଲାର ପ୍ରଥମ ମାଣ୍ଡିଆ ମଣ୍ଡି ଉଦଘାଟିତ

ମାଲକାନଗିରି , 7/1 : ଆଜି ତା 11 ଘଣ୍ଟି କା ସମୟରେ ସ୍ଥାନୀୟ ତର୍ଲାକୋଟା ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳ Y Vijay ଙ୍କ ଦ୍ବାରା ମାଲକାନଗିରି ଜିଲ୍ଲାର ପ୍ରଥମ ମାଣ୍ଡିଆ ମଣ୍ଡି ଉଦଘାଟିତ ହୋଇଯାଇଛି ।ଏହି…

ସାଇବର ଅପରାଧକୁ ରୋକିବା ପାଇଁ ସହାୟତା ନମ୍ବର ଜାରି

ଭୁବନେଶ୍ୱର,୭ ।୧(ଓଡିଶା ଭାସ୍କର): ସାଇବର ଅପରାଧ ରୋକିବାକୁ କମିଶନରେଟ ପୋଲିସ ପକ୍ଷରୁ ସହାୟତା ନମ୍ବର ଜାରି ହୋଇଛି । ସହାୟତା ନମ୍ବର ହେଉଛି-୭୪୪୦୦୦୬୭୦୯ । ଏଥିରେ ଠକଙ୍କ ମୋବାଇଲ ନମ୍ବର ବ୍ଲକ ସହ ଆକାଉଣ୍ଟ ଖୋଲିଲେ…

ସ୍କୁଲ ଫି’ ମାମଲାରେ ତୁଟିଲା ବିବାଦ

କଟକ, ୭ ।୧(ଓଡିଶା ଭାସ୍କର): ହାଇକୋର୍ଟରେ ସ୍କୁଲ ଫି’ ମାମଲା ପ୍ରସଙ୍ଗରେ ରାଜ୍ୟ ସରକାଙ୍କ ରିହାତି ପ୍ରସ୍ତାବକୁ ଅନୁମତି ଦେଇଛନ୍ତି ହାଇକୋର୍ଟ । ସମାନ ବିଷୟକୁ ନେଇ ହୋଇଥିବା ଅନ୍ୟ ମାମଲାର ବିଚାର ହେବନି । କମିଟି…

କାଲିଠାରୁ ଖୋଲିବ ଧବଳେଶ୍ୱର ମନ୍ଦିର

କଟକ,୭ ।୧(ଓଡିଶା ଭାସ୍କର): ଆସନ୍ତାକାଲିଠାରୁ ଖୋଲିବାକୁ ଯାଉଛି କଟକ ଜିଲ୍ଲା ଆଠଗଡର ପ୍ରସିଦ୍ଧ ଧବଳେଶ୍ୱର ମନ୍ଦିର । କାଲି ପୂଜକ ପରିବାର ପ୍ରଥମେ ଦର୍ଶନ କରିବେ । ୯ ଓ ୧୦ରେ ସ୍ଥାନୀୟ ପଞ୍ଚାୟତବାସୀଙ୍କୁ ଦର୍ଶନର…

ଉଚ୍ଚଶିକ୍ଷା ସଂରକ୍ଷଣ ପାଇଁ କମିଟି ଗଠନ କଲେ ସରକାର

ଭୁବନେଶ୍ୱର,୭ ।୧(ଓଡିଶା ଭାସ୍କର): ସରକାରୀ ସ୍କୁଲରେ ପାଠ ପଢିଲେ ଉଚ୍ଚଶିକ୍ଷାରେ ସଂରକ୍ଷଣ ପ୍ରସଙ୍ଗରେ କ୍ୟାବିନେଟ ନିଷ୍ପତ୍ତି ନେବା ପରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । ଅବସରପ୍ରାପ୍ତ…

ରାଜଧାନୀରୁ କୋଟିଏରୁ ଅଧିକ ଟଙ୍କାର ଧଳାଜହର ଜବତ

ଭୁବନେଶ୍ୱର,୭ ।୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରୁ ୧ କେଜି ୩୧୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି । ଖୋର୍ଦ୍ଧା ଜାତୀୟ ରାଜପଥ ନିକଟରୁ ଜବତ କରିଛି ଏସଟିଏଫ୍ । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧ କୋଟି…

ରାଜ୍ୟ ସରକାରଙ୍କୁ ପୁରନ୍ଦେଶ୍ୱରୀଙ୍କ ଟାର୍ଗେଟ

କଟକ,୭ ।୧(ଓଡିଶା ଭାସ୍କର): ମାହାଙ୍ଗା ବିଜେପି ନେତାଙ୍କ ହତ୍ୟା ଘଟଣାରେ ମୃତ କୁଳମଣିଙ୍କ ପରିବାରକୁ ଭେଟିଛନ୍ତି ବିଜେପି ପ୍ରଭାରୀ ଡି ପୁରନ୍ଦେଶ୍ୱରୀ । ପରିବାରକୁ ଭେଟିବା ପରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିନଳୀରେ…

ଗ୍ୟାସ୍ ଲିକ୍ ଘଟଣାରେ ଆଉ ଜଣେ ନିଲମ୍ବିତ

ରାଉରକେଲା,୭ ।୧(ଓଡିଶା ଭାସ୍କର): ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ ହୋଇ ୪ ମୃତ ଘଟଣାରେ ଆଜି ଆଉ ଜଣେ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି । ସେଫ୍ଟି ବିଭାଗ ଆସିଷ୍ଟାଣ୍ଟ ମ୍ୟାନେଜର ସ୍ମୃତିରଞ୍ଜନ…

ଖୋର୍ଦ୍ଧାରେ କୁକୁଡା ମଡକ

ଖୋର୍ଦ୍ଧା,୭ ।୧(ଓଡିଶା ଭାସ୍କର): ଦେଶର ଅନେକ ରାଜ୍ୟରେ ବାର୍ଡ ଫ୍ଲୁ ଜୋରସୋରରେ ବ୍ୟାପିଚାଲିଛି । ଏହାରି ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବଡବେରଣ ଗାଁର ଏକ ଫାର୍ମରେ କୁକୁଡା ମଡକ ଦେଖିବାକୁ ମିଳିଛି । ୩ ଦିନ…