Browsing Category

Top Stories

ଖୁସି ଖବର: ରାଜ୍ୟରେ ଆଜି ୩୮୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୧ା୯ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୮୩୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୫୩୨୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ଚାନ୍ଦିପୁରରେ ଅଭ୍ୟାସ ଏୟାରକ୍ରାଫ୍ଟର ପରୀକ୍ଷଣ ସଫଳ

ଚାନ୍ଦିପୁର, ୨୨ା୮(ଓଡ଼ିଶା ଭାସ୍କର): ବାଲେଶ୍ୱର ସ୍ଥିତ ଚାନ୍ଦିପୁରରେ ଅଭ୍ୟାସ ଏୟାରକ୍ରାଫ୍ଟର ପରୀକ୍ଷଣ ସଫଳ ହୋଇଛି । ଅଭ୍ୟାସ ହେଉଛି ଚାଳକ ବିହୀନ ଦ୍ରୁତଗାମୀ ଟାର୍ଗେଟ ଏୟାରକ୍ରାଫ୍ଟ । କ୍ଷେପଣାସ୍ତ୍ର ଘାଟିର ୩ନମ୍ବର…

ରାଜ୍ୟର ଏହି ଜିଲ୍ଲାର ମୁଖ୍ୟ ଡାକ୍ତରଖାନା ୩ଦିନ ପାଇଁ ସଟଡାଉନ, ଜାଣନ୍ତୁ କେଉଁ ଜିଲ୍ଲା

କେନ୍ଦ୍ରାପଡ଼ା, ୨୨ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେଣୁ ବିଭିନ୍ନ ଜିଲ୍ଲାରେ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଏହାରି ମଧ୍ୟରେ…

କୋଲ ବ୍ଲକ ନିଲାମ ସ୍ଥଗିତ ପାଇଁ କେନ୍ଦ୍ରକୁ ଚିଠି

ନୂଆଦିଲ୍ଲୀ,୨୨ ।୯: କୋଲ ବ୍ଲକ୍ ନିଲାମ ୩ ମାସ ସ୍ଥଗିତ ରଖିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ଚିଠିରେ ଉଲ୍ଲେଖ କରିଛନ୍ତି ଯେ, କେନ୍ଦ୍ର ପକ୍ଷରୁ ଚିହ୍ନଟ…

ହୋମ ଆଇସୋଲେସନରେ ରହିପାରିବେ କରୋନାରେ ଆକ୍ରାନ୍ତ ଥିବା ଗର୍ଭବତୀ

ଭୁବନେଶ୍ୱର, ୨୨ା୯ (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସ୍ଥିତି ନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଏହାସହ ବିଭିନ୍ନ ପ୍ରଶ୍ନର ମଧ୍ୟ ଉତ୍ତର ଦେଇଛନ୍ତି । ସାମାଜିକ ଦୂରତା, ମାସ୍କ ପିନ୍ଧିବା ଓ ହାତ ଧୋଇବା ଜରୁରୀ…