fbpx
BJD SKY
BJD SKY

ପୂର୍ବାହ୍ନରେ କେନ୍ଦ୍ର କ୍ୟାବିନେଟ

BJD

ନୂଆଦିଲ୍ଲୀ, ୯ା୧୨: ଆଜି ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ବୈଠକ ବସିବ । ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ତେବେ ବୈଠକରେ ଚାଷୀ ଆନ୍ଦୋଳନ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.