fbpx

Breaking; କେନ୍ଦ୍ର କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି, 5 ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା

ନୂଆଦିଲ୍ଲୀ: ଭାଷାକୁ ନେଇ ଆସିଲା ବଡ ଖବର । ଆଉ 5 ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା । ପୂର୍ବରୁ 6ଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଥିବା ବେଳେ ଆଜି ଆଉ 5ଟି ଭାଷାକୁ ମିଳିଛି । ମୋଟ ଭାଷା ମଧ୍ୟରେ 11ଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଛି । ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ, ମାଲାୟଲମ, ଓଡିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଥିବା ବେଳେ ଆଜି ମରାଠି, ବେଙ୍ଗୋଲି, ପାଲି, ପ୍ରାକୃତି ଏବଂ ଅହମିଆକୁ ଶାସ୍ତ୍ରୀୟ ମାନ୍ୟତା ମିଳିଛି ।  କେନ୍ଦ୍ରୀୟ କ୍ୟାବିନେଟରେ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।

Get real time updates directly on you device, subscribe now.