fbpx

୧୨ ଘଣ୍ଟାରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୧୯ ।୧୦ (ଓଡିଶା ଭାସ୍କର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା ରହିଥିବା ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସତର୍କବାଣୀ ଦିଆଯାଇଛି । ଏହାର ପ୍ରଭାବରେ ୨୨ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି । ଏନେଇ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ।

Get real time updates directly on you device, subscribe now.