fbpx

ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗା ବୁଡ଼ ବାରଣ

କୋଣାର୍କ(ଓଡ଼ିଶା ଭାସ୍କର): ଗତବର୍ଷ ପରି ଏବର୍ଷ ବି ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ଼ ପାଇଁ ବାରଣ ହୋଇଛି । ଫେବୃଆରୀ ୭ ମାଘ ସପ୍ତମୀ ଓ ଚନ୍ଦ୍ରଭାଗା ବୁଡ଼ ନେଇ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଐଶାନ୍ୟେଶ୍ୱର, ଦକ୍ଷିଣେଶ୍ୱର, ତ୍ରିବେଣୀଶ୍ୱରଙ୍କ ମହାସ୍ନାନ କଟକଣା ଭିତରେ ହେବ । ଠାକୁରଙ୍କ ମହାସ୍ନାନ ପରେ କେବଳ ସେବାୟତଙ୍କୁ ବୁଡ଼ ପକାଇବା ପାଇଁ ଅନୁମତି ରହିଛି । କରୋନା କଟକଣା ଭିତରେ ମାଘ ସପ୍ତମୀ ଓ ଚନ୍ଦ୍ରଭାଗା ବୁଡ଼ ନୀତି ହେବ ।

Get real time updates directly on you device, subscribe now.