fbpx
BJD SKY
BJD SKY

Big Breaking: ଜଣେ ଜିଲ୍ଲାପାଳ, ୨ ଏସପିଙ୍କୁ ବଦଳି ନିର୍ଦ୍ଦେଶ, ନିର୍ବାଚନ କମିଶନ ଜାରି କଲେ ନିର୍ଦ୍ଦେଶନାମା

BJD

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାପାଳଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି । ଦେବଗଡ଼ ଓ କଟକ ଗ୍ରାମାଞ୍ଚଳ ଏସପିଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି । ଅଣକ୍ୟାଡର ଅଫିସର ହୋଇଥିବାରୁ ତୁରନ୍ତ ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାନୁଯାୟୀ, ନିର୍ବାଚନ କମିଶନଙ୍କ ପକ୍ଷରୁ ବଦଳି ନିର୍ଦ୍ଦେଶ ଦିଆଯାଇଛି । ଢେଙ୍କାନାଳ ଓ ଦେବଗଡ଼ ଏସପି ବଦଳିବେ । କଟକ ଗ୍ରାମାଞ୍ଚଳ ଏସପିଙ୍କୁ ମଧ୍ୟ ବଦଳି ନିର୍ଦ୍ଦେଶ ମିଳିଛି । ଏହି ବଦଳି ନିର୍ଦ୍ଦେଶ ଜାରି କରିଛନ୍ତି ନିର୍ବାଚନ କମିଶନ । ୪ଟି ରାଜ୍ୟରେ କିଛି ଅଣକ୍ୟାଡର ଅଧିକାରୀଙ୍କୁ ବଦଳ କରାଯାଇଛି । ଓଡ଼ିଶା, ଗୁଜରାଟ, ପଞ୍ଜାବ ଓ ପଶ୍ଚିମବଙ୍ଗ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.