fbpx

ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ କମିଶନର; ୩ ଦିନିଆ ଗସ୍ତରେ ଆସିଛନ୍ତି ରାଜୀବ କୁମାର

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । ୩ ଦିନିଆ ଗସ୍ତରେ ଆସିଛନ୍ତି ରାଜୀବ । ନିର୍ବାଚନ ପ୍ରସ୍ତୁତିର କରିବେ ସମୀକ୍ଷା । ସେମାନେ ଇଭିଏମ୍‌ ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ।

ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିସନ ଓ ସବୁ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ବିଭିନ୍ନ ରାଜନୈତିକ ଦଳଗୁଡିକର ପ୍ରତିନିଧିଙ୍କ ସହ ଆଲୋଚନା କରିବାର ରହିଛି କାର୍ଯ୍ୟକ୍ରମ।

Get real time updates directly on you device, subscribe now.