fbpx
BSKY
BJD MC SKY
BJD YOUTH SKY

ଆଜି ଶପଥ ନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର : ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଏସ.ମୁରଲୀଧର ସୋମବାର ଦିନ ଅବସର ଗ୍ରହଣ କରିଛନ୍ତି । ବର୍ତ୍ତମାନ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ରରେ ଆଜି ଶପଥ ଗ୍ରହଣ କରିଲେ । ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି ।

ସୁପ୍ରିମକୋର୍ଟ କଲେଜିୟମ ମୁଖ୍ୟବିଚାରପତି ଭାବେ ତାଙ୍କ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ୍ କରିଥିଲେ। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଜଷ୍ଟିସ ତଲାପତ୍ରଙ୍କ ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ବର୍ତ୍ତମାନ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟଗ୍ରହଣ କରିଛନ୍ତି । ଜଷ୍ଟିସ ଶୁଭାଶିଷ ତାଳପତ୍ର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି।

Get real time updates directly on you device, subscribe now.