fbpx

ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ

ଭୁବନେଶ୍ୱର , ୧୪ ।୪ (ଓଡିଶା ଭାସ୍କର) : ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ । ଏବଂ ଏଭଳି ଦୁଃଖଦ ସମୟରେ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା  କଲେ  ମୁଖ୍ୟମନ୍ତ୍ରୀ ।

Get real time updates directly on you device, subscribe now.