fbpx

କୋରାପୁଟରେ ପ୍ଲାଜମା ବ୍ୟାଙ୍କ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ,୨୭ ।୮(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ପଦକ୍ଷେପମାନ ଗ୍ରହଣ କରୁଛନ୍ତି । କରୋନା ପାଇଁ କୌଣସି ଟୀକା ବା ଔଷଧ ବାହାରି ନଥିବାରୁ ପ୍ଲାଜମା ସହାୟତାରେ ରୋଗୀମାନଙ୍କର ଚିକିତ୍ସା କରାଯାଉଛି । ଏହାରି ମଧ୍ୟରେ କୋରାପୁଟରେ ରାଜ୍ୟର ଷଷ୍ଠ ପ୍ଲଜମା ବ୍ୟାଙ୍କ ଉଦଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି । ଏହା ପୂର୍ବରୁ ଏସସିବି, କ୍ୟାପିଟାଲ, ଏମକେସିଜି ହସ୍ପିଟା. ରାଉରକେଲା ଓ ବୁର୍ଲାରେ ପ୍ଲାଜମା ବ୍ୟାଙ୍କ ଖୋଲାଯାଇଛି ।

Get real time updates directly on you device, subscribe now.