fbpx

ବିଦ୍ୟୁତ ବିତରଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱ.୨ ।୧୦(ଓଡିଶା ଭାସ୍କର): ଇନ୍ଦ୍ରାବତୀ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ବିତରଣରୁ ଆଜି ଶୁଭାରମ୍ଭ ହୋଇଛି । ସିଧାସଳଖ ଜିଲ୍ଲାକୁ ପ୍ରଥମ ପର୍ଯ୍ୟାୟ ବିଦ୍ୟୁତ ବିତରଣର ଶୁଭାରମ୍ଭ ହୋଇଛି । ଭିଡିଓ କନଫରେନ୍ସଂ ଜରିଆରେ ଏହାର ଶୁଭମ୍ମ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟକ୍ରମରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମଧ୍ୟ ଉପସ୍ଥିତ ରହିଛନ୍ତି । ଏହା ସହ ଧର୍ମଗଡ ଓ ଲାଞ୍ଜିଗଡ ବିଧାୟକ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଛନ୍ତି ।

Get real time updates directly on you device, subscribe now.