fbpx
BJD SKY
BJD SKY

ବିଭିନ୍ନ ସ୍ଥାନରେ ଅକ୍ସିଜେନ୍ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

BJD

ଭୁବନେଶ୍ୱର (ଓଡ଼ିଶା ଭାସ୍କର): କରୋନା କାଳରେ ସ୍ୱାସ୍ଥ୍ୟ ଭିତ୍ତିକ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ ଯୋଗେ ବାରିପଦାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ସହିତ ସୁନ୍ଦରଗଡ କୋଭିଡ ହସ୍ପିିଟାଲରେ ଟ୍ରୁନାଟ୍ ପରୀକ୍ଷାଗାର, ଝାରସୁଗୁଡା, ମୟୂରଭଞ୍ଜରେ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ ବି ହୋଇଛି । ଭଦ୍ରକ, ସୁନ୍ଦରଗଡ, ପୁରୀ, ଜଗତସିଂହପୁର, ସୋନପୁରରେ ମଧ୍ୟ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ ହୋଇଛି । ନୟାଗଡ ଚାନ୍ଦପୁରରେ ବସନ୍ତ ମଞ୍ଜରୀ ଚିକିତ୍ସାଳୟର ଶିଳାନ୍ୟାସ ସହ ନୟାଗଡରେ ଆଇସିୟୁ ଗୃହକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Get real time updates directly on you device, subscribe now.