fbpx
BJD SKY
BJD SKY

ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

BJD

ଭୁୁବନେଶ୍ୱର: ପ୍ରାର୍ଥୀପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳିି ବିଧାନସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ନବୀନ । ନାମାଙ୍କନ ପୂର୍ବରୁ ମା’ ତାରାତାରିଣୀଙ୍କ ମନ୍ଦିରରେ କଲେ ପୂଜାର୍ଚ୍ଚନା । ଛତ୍ରପୁର ଉପଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ହିଞ୍ଜିଳି ଆସନରୁ କ୍ରମାଗତ ଷଷ୍ଠ ଥର ଲାଗି ନବୀନ ନାମାଙ୍କନ ଦାଖଲ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଓ ଅନ୍ୟମାନେ ଉପସ୍ଥିତ ଥିଲେ । ୨୦୦୦ ମସିହାରୁ ହିଞ୍ଜିଳିରୁ ବିଧାୟକ ରହି ଆସିଛନ୍ତି ନବୀନ । ୫ ଥର ସେ ହିଞ୍ଜିଳିରୁ ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି । ଏଥର ଷଷ୍ଠଥର ନିର୍ବାଚନ ଲଢୁଛନ୍ତି ।

 

Get real time updates directly on you device, subscribe now.