BREAKING: ପ୍ରଶାନ୍ତ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ପ୍ରଶାନ୍ତଙ୍କୁ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ମୁଖ୍ୟମନ୍ତ୍ରୀ। ଏହା ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଥିଲେ ମୁଖ୍ୟମନ୍ତ୍ରୀ।

ବାଲେଶ୍ୱର: ପହଲଗାମ ଆତଙ୍କୀ ହମଲାରେ ପ୍ରାଣ ହରାଇଥିବା ପ୍ରଶାନ୍ତ ଶତପଥୀଙ୍କ ପ୍ରାର୍ଥୀବ ଶରୀରକୁ ଜନ୍ମ ମାଟିରେ ଶେଷ ଦର୍ଶନ କରୁଛନ୍ତି ହଜାର ହଜାର ଲୋକ। ପ୍ରଶାନ୍ତଙ୍କୁ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଘରେ ପହଞ୍ଚିଥିଲେ।

ପ୍ରଶାନ୍ତଙ୍କୁ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ମୁଖ୍ୟମନ୍ତ୍ରୀ। ଏହା ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଥିଲେ ମୁଖ୍ୟମନ୍ତ୍ରୀ।

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ପ୍ରତାପ ଷଡ଼ଙ୍ଗୀ ପ୍ରଶାନ୍ତଙ୍କ ଘରେ ପହଞ୍ଚି ଶ୍ରଦ୍ଧାଳଞ୍ଜଳି ଜଣାଇଛନ୍ତି। ବିଜେପିର ଅନ୍ୟ କିଛି ନେତା ମଧ୍ୟ ପ୍ରଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।