fbpx

NEET ଟପ୍ପରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

Advertisement

ଭୁବନେଶ୍ୱର,୧୮ ।୧୦(ଓଡିଶା ଭାସ୍କର): NEET ଟପ୍ପର ସୋଏବ ଅଫତାବଙ୍କ ଆଜି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଫଳତା ପାଇଁ ସୋଏବଙ୍କୁ ଫୋନ୍ କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ସୋଏବଙ୍କ ଉଜ୍ଜଳ ଭବିଷ୍ୟତ ପାଇଁ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଫୋନ କରି ଶୁଭେଚ୍ଛା ଜଣାଇବାରୁ ସୋଏବ ମଧ୍ୟ ଖୁବ ଉତ୍ସାହିତ ଅଛନ୍ତି । ତେବେ NEET ପରୀକ୍ଷାରେ ଶତପ୍ରତିଶତ ନମ୍ବର ରଖିଛନ୍ତି ।

Get real time updates directly on you device, subscribe now.