fbpx

ଭେଟେରାନ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୪।୫(ଓଡିଶା ଭାସ୍କର): ଭେଟେରାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ସାଂସଦ ଭବାନୀ ଚରଣ ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ  କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଭବାନୀ ପଟ୍ଟନାୟକଙ୍କୁ ଜଣେ ମହାନ ଦେଶପ୍ରେମୀ ଭାବରେ ବର୍ଣ୍ଣନା କରିଛନ୍ତି। ଯିଏ ସାଧାରଣ ଲୋକଙ୍କ ଉଦ୍ଦେଶ୍ୟରେ ନିଜର ଜୀବନ ଉତ୍ସର୍ଗ କରିଥିଲେ।ସେ ବିଜୁ ବାବୁଙ୍କର ଜଣେ ଘନିଷ୍ଠ ସହଯୋଗୀ ଥିଲେ। ଏହାସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି  ।

ଉଲ୍ଲେଖ ଯୋଗ୍ୟ ଯେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ କ୍ୟାପିଟାଲ ହସ୍ପିଟାଲରେ ୯୯ ବର୍ଷ ବୟସରେ ଦେହାନ୍ତ ହୋଇଛି।

Get real time updates directly on you device, subscribe now.