fbpx

ଆଜି ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ

ବରଗଡ଼(ଓଡ଼ିଶା ଭାସ୍କର): ଆଜି ବରଗଡ଼ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଏସକେୱାଇ ସ୍ମାର୍ଟକାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଗସ୍ତ କରିଥିଲେ । ସେହି ଅବସରରେ ମଧ୍ୟ ସେଠାରେ ସ୍ମାର୍ଟକାର୍ଡ ବଣ୍ଟନ କରାଯାଇଥିଲା ।

Get real time updates directly on you device, subscribe now.