fbpx
BSKY SKY
BSKY SKY

କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୋନସ୍, ଜାଣନ୍ତୁ କେତେ

BSKY

ଭୁବନେଶ୍ୱର,୧୧ ।୧(ଓଡିଶା ଭାସ୍କର): କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ଆସିଛି ବଡ ଖୁସି ଖବର । କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ବୋନସ୍ ରାଶି ସମେତ ସହାୟତା ରାଶିକୁ ମଞ୍ଜୁରି ମିଳିଛି । ବୋନସ୍ ଓ ଅନ୍ୟାନ୍ୟ ସୟାତକା ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫୯.୭୮ କୋଟିର ବୋନସ୍ ସମେତ ୯୨.୩୭ କୋଟିର ବୋନସ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ସହ କର୍ମଚାରୀଙ୍କ ମୃତ୍ୟୁ ଓ ଅକ୍ଷମତା ସହାୟତା ରାଶିକୁ ୨ ଗୁଣ ବୃଦ୍ଧି କରାଯାଇଛି । ସହାୟତା ରାଶି ୧ ଲକ୍ଷରୁ ୨ ଲକ୍ଷ ଟଙ୍କା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.