ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ରାଜ୍ୟ ଭିଜିଲାନ୍ସରେ ନୂଆ ପଦବୀ ସୃଷ୍ଟି ନେଇ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । ୮ ଅତିରିକ୍ତ ଏସ୍ପି, ୨୪ ଡିଏସ୍ପି ଓ ୧୬ ଏସ୍ଆଇ ପଦବୀ ସୃଷ୍ଟି ।
ନୂଆ ପଦବୀ ସୃଷ୍ଟିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦବୀ ସଂଖ୍ୟା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଦୁର୍ନୀତି ଉପରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟକୁ ବଳ ଦେବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।