icici-Axis-HDFC ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଗରିବ ଲୋକଙ୍କ ପାଇଁ ବିଭିନ୍ନ ଜନକଲ୍ୟାଣ ଯୋଜନାରେ ଅଧିକ ୠଣ ଦେବାକୁ ପରାମର୍ଶ
ଲୋକମାନଙ୍କୁ ୠଣ ଜରିଆରେ ଆର୍ଥିକ କାର୍ଯ୍ୟକ୍ରମରେ ସାମିଲ କରିବା ସହିତ ସେମାନଙ୍କ ରୋଜଗାର ବୃଦ୍ଧି କରିବା ହେଉଛି ସରକାରଙ୍କ ଲକ୍ଷ୍ୟ ।
ଭୁବନେଶ୍ବର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍ଡିଏଫ୍ସି ବ୍ୟାଙ୍କର ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ବିଭିନ୍ନ ଜନକଲ୍ୟାଣ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ୠଣ ଦେବାପାଇଁ ପରାମର୍ଶ ଦେଇଛନ୍ତି ।