fbpx

+୨ ବୋର୍ଡ ପରୀକ୍ଷା ପାଇଁ କୋଶ୍ଚିନ୍ ବ୍ୟାଙ୍କ ପ୍ରକାଶ କଲା CHSE

ଭୁବନେଶ୍ଵର: (ଓଡ଼ିଶା ଭାସ୍କର) ପ୍ରଥମ ଥର ପାଇଁ +୨ ଛାତ୍ରଛାତ୍ରୀଙ୍କ ପାଇଁ କୋଶ୍ଚିନ୍ ବ୍ୟାଙ୍କ ପ୍ରକାଶିତ । ପ୍ରଥମ ପର୍ଯ୍ୟାୟରେ ଉପଲବ୍ଧ ଫିଜିକ୍ସ, କେମିଷ୍ଟ୍ରି, ବାୟୋଲୋଜି, ଗଣିତ ପ୍ରଶ୍ନପତ୍ର । CHSE ୱେବସାଇଟ୍‌ http://chseodisha.nic.inରେ ପ୍ରଶ୍ନପତ୍ର ଉପଲବ୍ଧ ।

Get real time updates directly on you device, subscribe now.