fbpx

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ଭୁବନେଶ୍ୱର, ୧୧ା୧୨(ଓଡ଼ିଶା ଭାସ୍କର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଛତିଶଗଡ଼ ଗୃହମନ୍ତ୍ରୀ ତାମ୍ରଧ୍ୱଜ ସାହୁ । ସେ ଆଦିବାସୀ ମହୋତ୍ସବରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ଆସନ୍ତା ୨୭ରୁ ଛତିଶଗଡ଼ରେ ଆଦିବାସୀ ମହୋତ୍ସବ ଆରମ୍ଭ ହେଉଛି । ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ସେ ପ୍ରତିକ୍ରିୟା ରଖି କହିଛନ୍ତି ଦୁଇ ରାଜ୍ୟର ହିତ ପାଇଁ ଆଲୋଚନା ମାଧ୍ୟମରେ ସମାଧାନ ହେବ ବୋଲି ତାମ୍ରଧ୍ୱଜ କହିଛନ୍ତି ।

Get real time updates directly on you device, subscribe now.