fbpx

ଖୋଲିବ ୮ମ ଓ ଏକାଦଶ ଶ୍ରେଣୀ

ଭୁବନେଶ୍ୱର: ଦଶହରା ଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ । ଅଷ୍ଟମ ଓ ଏକାଦଶ ଶ୍ରେଣୀର ପାଠପଢ଼ା ଅଫଲାଇନରେ କରାଯିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା । ପୂର୍ବରୁ ୯ମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ ଅଫଲାଇନରେ ଚାଲିଛି ।

ସଂପ୍ରତି କରୋନା ମହାମାରୀର ଦ୍ୱିତୀୟ ଲହରଯୋଗୁଁ ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ ବନ୍ଦ ରହିଛି । ପୂର୍ବରୁ ନବମ, ଦଶମ, ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ କ୍ଲାସ ଖୋଲାଯାଇଛି ।

Get real time updates directly on you device, subscribe now.