fbpx

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୨(ଓଡ଼ିଶା ଭାସ୍କର): ଆଜି ଓଡ଼ିଶାରେ ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ମହାକୁମ୍ଭ ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇଛନ୍ତି । ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହିପରି ଆୟୋଜନର ସୁଯୋଗ ଦେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Get real time updates directly on you device, subscribe now.