fbpx

ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୭ା୩(ଓଡ଼ିଶା ଭାସ୍କର): ଖାରବେଳ ଭବନରେ କରୋନା ସ୍ଥିତି ସମୀକ୍ଷା କରିବା ସହ ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ୨୬ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ୯ଟି ଜିଲ୍ଲା ୧୦ଟି ସେକ୍ଟରର ୨୬ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଶିଳାନ୍ୟାସ ପ୍ରକଳ୍ପରେ ୫୫୬୭ କୋଟିର ପୁଞ୍ଜିନିବେଶ ହେବ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.