fbpx
BSKY
BJD SHG SKY
BJD YOUTH SKY

ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୪(ଓଡ଼ିଶା ଭାସ୍କର): ମହାମାରୀ କରୋନା ବିପତ୍ତିକୁ ମୁକାବିଲା କରୁଥିବାରୁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ନିଜ ଅଞ୍ଚଳରେ କାହାରିକୁ ଭୋକିଲା ନରଖିବାକୁ ବିଜେଡ଼ିର କର୍ମୀ ଓ ଶୁଭେଚ୍ଛୁଙ୍କୁ ନିବେଦନ କରିଛନ୍ତି ନବୀନ ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଗତକାଲି କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୩୮ଟି ଆକ୍ଟିଭ୍ କେସ୍ ରହିଛି ।

Get real time updates directly on you device, subscribe now.