fbpx

ଜାତୀୟ ସାହସିକତା ପୁରସ୍କାର ପାଇଥିବା ୩ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯ା୧(ଓଡ଼ିଶା ଭାସ୍କର): ଜାତୀୟ ସାହସିକତା ପୁରସ୍କାର ପାଇଥିବା ୩ଛାତ୍ରୀ ଆଜି ସମ୍ବର୍ଦ୍ଧିତ ହୋଇଛନ୍ତି । ଲୋକସେବା ଭବନରେ ତିନି ଜଣ ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହି ତିନିଜଣ ଛାତ୍ରୀ ହେଉଛନ୍ତି ପୂର୍ଣ୍ଣିମା ଗିରି, ସବିତା ଗିରି ଓ ଶ୍ରୀମତି ଭଦ୍ରା । ସେମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସାଙ୍ଗକୁ ପ୍ରତ୍ୟେକଙ୍କୁ ୧ଲକ୍ଷ ଟଙ୍କାର ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଛି ।

Get real time updates directly on you device, subscribe now.