fbpx

ସାମ୍ବାଦିକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କରୋନାରେ ମୃତ୍ୟୁ ହେଲେ ୧୫ଲକ୍ଷ

ଭୁବନେଶ୍ୱର, ୨୭ା୪(ଓଡ଼ିଶା ଭାସ୍କର): ସାମ୍ବାଦିକଙ୍କ ପାଇଁ ଆଜି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ୧୫ଲକ୍ଷଟଙ୍କାର ସହାୟତା ମିଳିବ । ଏହା ସାମ୍ବାଦିକଙ୍କ ପରିବାରକୁ ଅନୁକମ୍ପା ରାଶି ଭାବେ ମିଳିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି । ନବୀନ କହିଛନ୍ତି ଯେ କଠିନ ସମୟରେ ସାମ୍ବାଦିକମାନେ ନିଷ୍ଠାର ସହ ଦାୟିତ୍ୱ ତୁଲାଉଛନ୍ତି ।

Get real time updates directly on you device, subscribe now.