fbpx

ୟୁପିଏସସିରେ ଓଡ଼ିଶାର ସଫଳ ପରିକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର, ୪ା୮(ଓଡ଼ିଶା ଭାସ୍କର): ଆଜି ୨୦୧୯ର ୟୁପିଏସସି ରେଜଲ୍ଟ ପ୍ରକାଶ ପାଇଛି । ଟପ ୧୦ ଲିଷ୍ଟରେ ଥିବା ଓଡ଼ିଶାର ୨ଜଣ ଓ ସଫଳ ପରିକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ସମସ୍ତ ସଫଳ ପରୀକ୍ଷାର୍ଥୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା ମଧ୍ୟ କରିଛନ୍ତି ନବୀନ । ଏହାସହ ଲୋକଙ୍କ ପାଇଁ ଉତ୍ସର୍ଗୀକୃତ ଭାବରେ କାର୍ଯ୍ୟ କରିବାକୁ ସେ ଆହ୍ୱାନ କରିଛନ୍ତି ।

Get real time updates directly on you device, subscribe now.