fbpx

ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। । ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ କାର୍ଯ୍ୟ ନିର୍ବାହୀ ବନ୍ଦ ରହିବ । ଏହା ସହିତ ଏହି ଦିନ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ।

Get real time updates directly on you device, subscribe now.