fbpx

ବଲାଙ୍ଗିରରେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର, ୧୫ା୨(ଓଡ଼ିଶା ଭାସ୍କର): ଆଜି ବଲାଙ୍ଗିର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ମୋତିଲାଲ ଓସୱାଲ କିସ୍ ସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫୦ ଶଯ୍ୟା ବିଶିଷ୍ଟ ଏକ ହସ୍ପିଟାଲ ମଧ୍ୟ ଲୋକାର୍ପଣ କରିଛନ୍ତି । ସେଠାରେ  କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, ମୋତିଲାଲ ଓସ୍ୱାଲ ଫାଉଣ୍ଡେସନ ଚେୟାରମ୍ୟାନ୍ ସୁନୀତା ଅଗ୍ରୱାଲ, ମୋତିଲାଲ ଓସ୍ୱାଲ ଗ୍ରୁପର ମ୍ୟାନେଜିଂ ଡାଇରେକ୍ଟର ମୋତିଲାଲ ଓସ୍ୱାଲ, ମନ୍ତ୍ରୀ ଟୁକୁନୀ ସାହୁ, ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂହଦେଓ, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଏବଂ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ।

Get real time updates directly on you device, subscribe now.