fbpx

ପୁରୀରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬ା୧(ଓଡ଼ିଶା ଭାସ୍କର): ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଶ୍ରୀଜିଉଙ୍କ ଦର୍ଶନ ପରେ ୫ଟି ପ୍ରକଳ୍ପର ଶିଳାନ୍ୟାସ କରିବେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

Get real time updates directly on you device, subscribe now.