fbpx

ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଚିଠି ଲେଖିଛନ୍ତ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୭ ।୪ (ଓଡିଶା ଭାସ୍କର) : ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଆନ୍ଧ୍ରପଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ । ବଂଶଧରା ନଦୀ ଉପରେ ନେରୋଡି ବ୍ୟାରଜ୍ ନିର୍ମାଣ ପାଇଁ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଆନ୍ଧ୍ର ମୁଖ୍ୟମନ୍ତ୍ରୀ । ବ୍ୟାରେଜ୍ ନିର୍ମାଣ ହେଲେ ଗଜପତି ଜିଲ୍ଲାର ଲୋକମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ କହିଛନ୍ତି । ଚିଠିରେ ଭିଡବ୍ଲୁଡିଟିର ନିର୍ଦ୍ଦେଶ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ଜଗନ୍ । ବ୍ୟାରେଜ୍ ନିର୍ମାଣ ଲାଗି ଓଡିଶା ସରକାର ସହଯୋଗ କରନ୍ତୁ ବୋଲି ସେ କହିଛନ୍ତି ।

Get real time updates directly on you device, subscribe now.