fbpx

ଆଜି ସନ୍ଧ୍ୟାରେ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର,୬ା୪ (ଓଡିଶା ଭାସ୍କର): ଆଜି କରୋନା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ସୂଚନା ଅନୁସାରେ ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ ବଢିବାରେ ଲାଗିଥିବାରୁ ଏହାର ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଏହି ବୈଠକ ଡ଼କାଇଛନ୍ତି । ଅନ୍ୟପଟେ ବୈଠକଟି ଭିଡ଼ିଓ କନଫରେନ୍ସ ଜରିଆରେ ଅନୁଷ୍ଠିତ ହେବାକୁ ଥିବାବେଳେ ଏଥିରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ରହିବେ ।

Get real time updates directly on you device, subscribe now.