ଆକାଶମାର୍ଗରୁ ବନ୍ୟା ସ୍ଥିତି ଦେଖି କ୍ଷୟକ୍ଷତିର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଯାଜପୁର, କେନ୍ଦ୍ରପଡ଼ା, ଭଦ୍ରକର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର: ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷାମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଡି . କେ ସିଂ ଆକାଶ ମାର୍ଗରୁ କରୁଛନ୍ତି ବନ୍ୟାଞ୍ଚଳ ପରିଦର୍ଶନ ।

ଯାଜପୁର, କେନ୍ଦ୍ରପଡ଼ା, ଭଦ୍ରକର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ।

ବନ୍ୟାପ୍ରଭାବିତ ଅଞ୍ଚଳର କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।