fbpx

୩ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ ।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ଭାଇରସକୁ ନେଇ ହଇଚଇ ସୃଷ୍ଟି ହୋଇଛି । ଏହାରି ମଧ୍ୟରେ କରୋନା ଫଣ୍ଡକୁ ୩ ମାସର ଦରମା ଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ଫଣ୍ଡକୁ ଦାନ ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ପ୍ରତିରୋଧ ପାଇଁ ଅଧିକ ଟଙ୍କାର ଆବଶ୍ୟକତା ରହିଛି । ଏନେଇ କରୋନା ପ୍ରଭାବିତଙ୍କ ସହାୟତା ପାଇଁ ସ୍ୱତଃପ୍ରବୃତ୍ତ ଭାବେ ଦାନ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।

Get real time updates directly on you device, subscribe now.