fbpx

‘ଗାନ୍ଧୀ ଶାନ୍ତି କେନ୍ଦ୍ର’ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ ।୨(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରିରେ ‘ଗାନ୍ଧୀ ଶାନ୍ତି କେନ୍ଦ୍ର’ ଆଜି ଉଦଘାଟିତ ହୋଇଯାଇଛି । ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଦିତ୍ୟ ବିର୍ଲା ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଏହା ପ୍ରତିଷ୍ଠିତ ହୋଇପାରିଛି । ଯୁବପିଢିଙ୍କୁ ବାପୁଙ୍କ ଅହିଂସା ନୀତି ଓ ଆଦର୍ଶ ବିଷୟରେ ଜଣାଇବାକୁ ଏହାର ପ୍ରତିଷ୍ଠା କରାଯାଇଛି ।

Get real time updates directly on you device, subscribe now.