fbpx

ଉପରାଷ୍ଟ୍ରପତିଙ୍କ ସୁସ୍ଥତା କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦/୯(ଓଡ଼ିଶା ଭାସ୍କର): ଉପରାଷ୍ଟ୍ରପତିଙ୍କ ସୁସ୍ଥ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍ କରି ଆଶୁ ଆରୋଗ୍ୟ ସହ ଦୀର୍ଘ ଜୀବନ କାମନା କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କଠାରେ କରୋନାର କୌଣସି ଲକ୍ଷଣ ନଥିଲା ବେଳେ ମଧ୍ୟ ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଥିଲା। ଏବେ ସେ ହୋମ କ୍ବାରେଣ୍ଟାଇନରେ ଅଛନ୍ତି।

Get real time updates directly on you device, subscribe now.