fbpx

ଦୁଇ ଜିଲ୍ଲାର ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେଉଁ କେଉଁ ଜିଲ୍ଲା

Advertisement

ଭୁବନେଶ୍ୱର, ୨୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେଣୁ ଆଜି ମଧ୍ୟ ଦୁଇ ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଓ ଖୋର୍ଦ୍ଧା ଜିଲ୍ଲାରେ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ମନ୍ତ୍ରୀ ପ୍ରତାପ ଜେନା ଓ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବୈଠକରେ ଉପସ୍ଥିତ ରହିଛନ୍ତି । କଟକ ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ରହିଥିବା ନେଇ ସୂଚନା ରହିଛି ।

Get real time updates directly on you device, subscribe now.