fbpx

ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର ୨୪/୯(ଓଡିଶା ଭାସ୍କର): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ଆଜି ପରଲୋକ ହୋଇଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏଥିସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

ଉଲ୍ଲେଖ ଯୋଗ୍ୟ ଯେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

 

Get real time updates directly on you device, subscribe now.