fbpx

କୋଭିଡ ମୁକାବିଲା ନେଇ ଓଡ଼ିଶାକୁ WHOର ପ୍ରଶଂସା

ଭୁବନେଶ୍ୱର, ୩୦/୯(ଓଡିଶା ଭାସ୍କର): କୋଭିଡ ମୁକାବିଲା ନେଇ ଓଡ଼ିଶାକୁ WHO ପ୍ରଶଂସା କରିଛି । କୋଭିଡ ମୁକାବିଲାରେ ରାଜ୍ୟ ସରକାରଙ୍କ ଆଗୁଆ ପଦକ୍ଷେପକୁ ପ୍ରଶଂସା କରାଯାଇଛି। ଏହାସହ GPକୁ ସ୍ବତନ୍ତ୍ର କ୍ଷମତା ଓ ଟେଷ୍ଟିଂ କ୍ଷମତା ବୃଦ୍ଧି ନେଇ ପ୍ରଶଂସା କରାଯାଇଛି  । ଏନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Get real time updates directly on you device, subscribe now.