ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜି ରାତିରେ ଦିଲ୍ଲୀ ଗସ୍ତ କରିବା ନେଇ ରହିଛି ସୂଚନା।

ଭୁବନେଶ୍ୱର: ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଆଜି ରାତିରେ ଦିଲ୍ଲୀ ଗସ୍ତ କରିବା ନେଇ ରହିଛି ସୂଚନା।

ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତ ନେଇ ରହିଛି ସୂଚନା।

ଉଭୟ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ଆଲୋଚନା କରିପାରନ୍ତି

ରାଜ୍ୟ କମିଟି ଗଠନ, ବୋର୍ଡ ନିଗମ ନିଯୁକ୍ତି ନେଇ ଆଲୋଚନା କରିପାରନ୍ତି।