fbpx

ଆସନ୍ତା ୧୪ରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭୁବନେଶ୍ୱର, ୧୦ା୧ (ଓଡିଶା ଭାସ୍କର): ଆସନ୍ତା ୧୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତରେ ଯିବେ । ଏହି ଗସ୍ତ ଅବସରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ତେବେ ଏହି ଗସ୍ତ ପୂର୍ବରୁ ଭିଡିଓ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନିଜର ବାର୍ତ୍ତା ପ୍ରଦାନ କରିଛନ୍ତି ।

Get real time updates directly on you device, subscribe now.