ଫେବୃଆରୀ ୨୪ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆଗାମୀ ଫବୃଆରୀ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ସପ୍ତଦଶ ବିଧାନସଭାର ଧାନସଭାର ତୃତୀୟ ଅବେଶନ (ବଜେଟ ଅଧିବେଶନ) ଚାଲୁଥିବା ହେତୁ ଏହି ସୋମବାର ଭୁବନେଶ୍ବର,ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।