fbpx

୪୮ ଘଣ୍ଟା ପରେ ରାଜ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ବିଭିନ୍ନ ଅଞ୍ଚଳରେ କୋହଲା ପାଗ ଜାରି ରହିଛି । ୨ ଦିନ ଯାଏଁ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି । ୪୮ ଘଣ୍ଟା ପରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ତଳକୁ ଖସିବାର ସମ୍ଭାବନା ରହିଛି । ୪୮ ଘଣ୍ଟା ପରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.