ସମିତି ସଭ୍ୟ ଦେବେନ୍ଦ୍ର ଧରୁଆଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ସମିତି ସଭ୍ୟଙ୍କ ଆତ୍ମହତ୍ୟା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ।

କଳାହାଣ୍ଡି: କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ସମିତି ସଭ୍ୟଙ୍କ ଆତ୍ମହତ୍ୟା । ସମିତି ସଭ୍ୟ ଦେବେନ୍ଦ୍ର ଧରୁଆ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି।

ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ତେବେ ଆତ୍ମହତ୍ୟାର କାରଣ ଏଯାବତ ସ୍ପଷ୍ଟ ହୋଇନଥିବା ବେଳେ, ପୋଲିସର ତଦନ୍ତ ଜାରି ରହିଛି ।